www.samajalive.in
Sunday, December 14, 2025
26.1 C
Bhubaneswar

ଜଷ୍ଟ ଫର ୟୁ ସେବା ସଂଘ ପକ୍ଷରୁ ଚଷାଆଁରାରେ ଶୁଖିଲା ଖାଦ୍ୟ ବଣ୍ଟନ

ତିଗିରିଆ : ଆଠଗଡ଼ର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଜଷ୍ଟ ଫର ୟୁ ସେବା ସଂଘ ତରଫରୁ ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ତିଗିରିଆ ବ୍ଲକ ଚଷାଆଁରା ଗ୍ରାମରେ ସୋମବାର ଶୁଖିଲା ଖାଦ୍ୟ ଚୁଡ଼ା, ଚିନି, ବିସ୍କୁଟ ଆଦି ବଣ୍ଟନ କରାଯାଇଛି । ଅନୁଷ୍ଠାନର ସଭାପତି ସୁଧାଂଶୁ ଶେଖର ସାହୁ ଏବଂ ମୁଖ୍ୟ ଉପଦେଷ୍ଠା ଲକ୍ଷ୍ମୀନାରାୟଣ ଭଞ୍ଜଙ୍କ ନେତୃତ୍ୱରେ ଖାଦ୍ୟ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମନୋଜ ମହାପାତ୍ର, ପାୟଲ ବର୍ମା, ପ୍ରତୀକ୍ଷା ମହାପାତ୍ର, ବିଚିତ୍ରା ସାହୁ, ସ୍ମୃତିରଞ୍ଜନ ମହାନ୍ତି, ସସ୍ମିତା ସାହୁ, ସମ୍ବିତ ପ୍ରଧାନ, ଦିନବନ୍ଧୁ ବେହେରା, ସଞ୍ଜୟ ସ୍ୱାଇଁ, ଅକ୍ଷୟ ସାମଲ, ଅମ୍ଲାନ ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories