www.samajalive.in
Friday, December 12, 2025
27.1 C
Bhubaneswar

ଆକବରଙ୍କ ସମ୍ପର୍କରେ ନିଷ୍ପତ୍ତି ଆଜି!

ନୂଆଦିଲ୍ଲୀ : ‘ମି ଠୁ’ ବିବାଦରେ ଛନ୍ଦି ହୋଇଥିବା ପୂର୍ବତନ ସାମ୍ବାଦିକ ତଥା ବର୍ତ୍ତମାନର କେନ୍ଦ୍ର ବୈଦେଶିକ ରାଷ୍ଟ୍ରମନ୍ତ୍ରୀ ଏମ୍‍.ଜେ ଆକବରଙ୍କ ଇସ୍ତଫା ଦାବି ତୀବ୍ର ହେଉଥିବାବେଳେ ବିଜେପି ତାଙ୍କ ଭବିଷ୍ୟତ ସମ୍ପର୍କରେ ରବିବାର ନିଷ୍ପତ୍ତି ନେଇପାରେ ବୋଲି ସୂଚନା ମିଳିଛି। ସମ୍ପ୍ରତି ବିଦେଶ ଗସ୍ତରେ ଥିବା ଆକବର ରବିବାର ଭାରତ ଫେରୁଛନ୍ତି। ତାଙ୍କ ବିରୋଧରେ ପୂର୍ବରୁ ଆଇନଗତ ମାମଲା ରହିଥିବାବେଳେ ସମ୍ପ୍ରତି ଆସିଥିବା ଯୌନ ନିର୍ଯାତନା ନେଇ ଦଳ ଓ ସରକାର ଅଦ୍ୟାବଧି ନିରବତା ଅବଲମ୍ବନ କରିଆସୁଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories