www.samajalive.in
Sunday, December 14, 2025
15.1 C
Bhubaneswar

ଆରପାରିରେ ଅଭିନେତ୍ରୀ ତଥା ବିଜେପି ନେତ୍ରୀ ସୋନାଲୀ ଫୋଗଟ୍‌

ନୂଆଦିଲ୍ଲୀ: ଟିକ୍‌ଟକ୍‌ ଷ୍ଟାର, ଅଭିନେତ୍ରୀ ତଥା ବିଜେପି ନେତ୍ରୀ ସୋନାଲୀ ଫୋଗଟ୍‌ଙ୍କ ପରଲୋକ ଘଟିଛି। ସୋମବାର ରାତିରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଛି। ୪୨ ବର୍ଷୀୟ ସୋନାଲୀ ତାଙ୍କର କିିଛି କର୍ମଚାରୀଙ୍କ ସହ ଗୋଆ ବୁଲିବାକୁ ଯାଇଥିବା ବେଳେ ସେହିଠ‌ାରେ ହିଁ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୋନାଲୀ ‌ଶେଷ ଥର ପାଇଁ ‘ବିଗ୍‌ବସ୍‌-୧୪’ରେ ନଜର ଆସିଥିଲେ। ସେ ଜଣେ ୱାଇଲ୍ଡକାର୍ଡ ପ୍ରତିଯୋଗୀ ଭାବେ ବିଗ୍‌ବସ୍‌ରେ ଏଣ୍ଟ୍ରି କରିଥିଲେ।

- Advertisement -

ସୂଚନାଯୋଗ୍ୟ, ସୋନାଲୀ ୨୦୧୯ରେ ହରିଆଣା ବିଧାନସଭା ନିର୍ବାଚନରେ ବିଜେପି ଟିକେଟରେ ଆଦମପୁରରୁ ନିର୍ବାଚନ ଲଢ଼ିଥିଲେ। ନିର୍ବାଚନ ସମୟରେ ସେ ତାଙ୍କ ଟିକ୍‌ଟକ୍‌ ଭିଡିଓ ପାଇଁ ବେଶ୍ ଚର୍ଚ୍ଚାରେ ଥିଲେ।

ସୋନାଲୀ ଅନେକ ଟିଭି ଧାରାବାହିକ, ହରିଆଣା ଚଳଚ୍ଚିତ୍ର ଏବଂ ଅନେକ ପଞ୍ଜାବୀ, ହରିଆଣୀ ମ୍ୟୁଜିକ୍‌ ଭିଡିଓରେ ଅଭିନୟ କରିଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories