www.samajalive.in
Sunday, December 7, 2025
14.1 C
Bhubaneswar

ବନ୍ୟା ବିପନ୍ନଙ୍କୁ ରନ୍ଧାଖାଦ୍ୟ ଯୋଗାଇଲେ ମନ୍ତ୍ରୀ ଅଶୋକ ପଣ୍ଡା

ଭୁବନେଶ୍ବର: ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଟିକରପଡ଼ା ଗ୍ରାମପଞ୍ଚାୟତର ବନ୍ୟାଜଳ ଘେରରେ ରହିଥିବା ପରିବାରମାନଙ୍କୁ ମଙ୍ଗଳବାର ବିଜ୍ଞାନ ଓ କାରିଗରୀ କୌଶଳ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ରନ୍ଧା ଖାଦ୍ୟ ବଣ୍ଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭ୍ୟ ସୁବାସ ସୁନ୍ଦରାୟ, ଭୁବନେଶ୍ୱର ପଞ୍ଚାୟତ ସମିତି ଅଧ୍ୟକ୍ଷ, ମନ୍ତ୍ରୀଙ୍କ ବ୍ଲକ ପ୍ରତିନିଧି, ଇଟିପୂର, ଲୀଙ୍ଗିପୁର, ଶିଶୁପାଳ, ଧଉଳୀ ପଞ୍ଚାୟତର ସମସ୍ତ ସରପଞ୍ଚ, ସମିତି ସଭ୍ୟ ଏବଂ ଟିକରପଡ଼ା ଗ୍ରାମପଞ୍ଚାୟତ ବିଜୁ ଜନତା ଦଳର କର୍ମୀ ଉପସ୍ଥିତ ରହି ଏଥିରେ ସାହାଯ୍ୟ କରିଥିଲେ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories