www.samajalive.in
Sunday, December 14, 2025
26.1 C
Bhubaneswar

ପ୍ରାଣୀ ସମ୍ପଦ ବିଭାଗ ତରଫରୁ ବନ୍ୟାଞ୍ଚଳରେ ଗୋଖାଦ୍ୟ ବଣ୍ଟନ

ବୌଦ୍ଧ: ବନ୍ୟା ପ୍ରଭାବିତ ଅଂଚଳରେ ଗୋପାଳକମାନଙ୍କୁ ପ୍ରାଣୀସମ୍ପଦ ବିଭାଗ ତରଫରୁ ସରସରା ପଂଚାୟତର ବନ୍ୟା ପ୍ରଭାବିତ ଅଂଚଳରେ ୧୦୫୦ କିଲୋ ଗୋଖାଦ୍ୟ ବଣ୍ଟନ କରାଯାଇଛି। କଲେଶ୍ୱରଠାରେ ୩୧ଜଣ, ମାଉଳସିଙ୍ଗା ୧୨, ସନବାଗବର ୧୫, ବଡ଼ବଙ୍କାପଡା ୧୫, ସାନବଙ୍କାପଡା ୨୪ ଓ ବଘାରପାଲିଠାରେ ୩୨ଜଣ ଗୋପାଳକଙ୍କୁ ଗୋଖାଦ୍ୟ ବଣ୍ଟନ କରାଯାଇଛି। ଗୋଖାଦ୍ୟ ବଣ୍ଟନ କାର୍ୟ୍ୟକ୍ରମରେ ପ୍ରାଣୀଧନ ନିରୀକ୍ଷକ ବଢିଙ୍ଗା ଗୌରାଙ୍ଗ ସାହୁ, ସରସରା, ନିରଞ୍ଜନ ପାତ୍ର ଓ କୃତ୍ରିମ ପ୍ରଜନନକାରୀ ମୁର୍ଷୁଣ୍ଢି ରତନ କୁମାର କର୍ମୀ, ସରସରା ସରପଞ୍ଚ ହରି ନାଏକ, ବଡବଙ୍କାପଡା ୱାର୍ଡ ସଭ୍ୟ ଶୁଶାନ୍ତ କୁମାର ପୁରୋହିତ ପ୍ରମୁଖ ଉପସ୍ଥିତ ରହି ବନ୍ୟଞ୍ଚଳରେ ସରକାରଙ୍କ ତରଫରୁ ଗୋଦାନା ବଣ୍ଟନ କରାଯାଇଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories