www.samajalive.in
Saturday, December 13, 2025
26.1 C
Bhubaneswar

ତାସକେଣ୍ଟରେ ପ୍ରତିରକ୍ଷା ମନ୍ତ୍ରୀଙ୍କ ସମ୍ମିଳନୀରେ ଯୋଗ ଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ଡେସ୍କ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଉଜବେକିସ୍ତାନର ତାସକେଣ୍ଟରେ ପହଞ୍ଚି ଏସ୍‍.ସି.ଓ. ପ୍ରତିରକ୍ଷା ମନ୍ତ୍ରୀମାନଙ୍କ ବୈଠକରେ ଯୋଗ ଦେଇଛନ୍ତି। ଶ୍ରୀ ସିଂହ ଉଜବେକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଲେପ୍ଟନାଣ୍ଟ ଜେନେରାଲ୍‍ ବାଖୋଦିର୍‍ କୁର୍ବାନୋଭ୍‍ଙ୍କ ସହ ଦ୍ୱିପକ୍ଷିୟ କଥାବାର୍ତ୍ତା କରିଛନ୍ତି। ଏସ୍‍.ସି.ଓ. ସଦସ୍ୟ ରାଷ୍ଟ୍ରମାନଙ୍କର ପ୍ରତିରକ୍ଷା ମନ୍ତ୍ରୀମାନଙ୍କ ସହ ମଧ୍ୟ ଶ୍ରୀ ସିଂହ ବୈଠକ କରିବା ସହ ବିଭିନ୍ନ ଦ୍ୱିପକ୍ଷିୟ ଓ ସ୍ୱାର୍ଥ ବିଜଡ଼ିତ ପ୍ରସଙ୍ଗ ସମେତ ପ୍ରତିରକ୍ଷା ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories