www.samajalive.in
Sunday, December 14, 2025
23.1 C
Bhubaneswar

ରାଷ୍ଟ୍ରପତିଙ୍କୁ ଭେଟିଲେ ସୋନିଆ

ନୂଆଦିଲ୍ଲୀ: ମଙ୍ଗଳବାର କଂଗ୍ରେସ ଦଳର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ସୋନିଆ ରାଷ୍ଟ୍ରପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତକାର କରିବା ସହ ଫୁଲତୋଡ଼ା ଭେଟି ଦେଇଥିଲେ । ସୋନିଆ ରାଷ୍ଟ୍ରପତିଙ୍କୁ ଭେଟିବା ସମୟର ଏକ ଫଟୋ ରାଷ୍ଟ୍ରପତି ଭବନ ତରଫରୁ ସାମାଜିକ ଗଣମାଧ୍ୟମ ଟ୍ବିଟର୍‌ରେ ଛଡ଼ାଯାଇଛି ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories