www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ଆଉ ୨୯୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ କରୋନା ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ଶହ ତଳେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୨୯୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧, ବାଲେଶ୍ବରରୁ ୪, ବରଗଡ଼ରୁ ୮, ଭଦ୍ରକରୁ ୧, ବଲାଙ୍ଗୀରରୁ ୨୧, ବୌଦ୍ଧରୁ ୨, କଟକରୁ ୨୦, ଦେବଗଡ଼ାରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଜଗତସିଂହପୁରରୁ ୩, ଯାଜପୁରରୁ ୬, ଝରସୁଗୁଡ଼ାରୁ ୬, କଳାହାଣ୍ଡିରୁ ୨୩, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୭, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୭, ନୂଆପଡ଼ାରୁ ୬, ପୁରୀରୁ ୩, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୪୪ ଓ ଷ୍ଟେଟପୁଲରୁ ୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗୋଟିଏ ଦିନରେ ସାରା ରାଜ୍ୟରୁ ୩୪୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୨,୧୯୭ ରହିଛି ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories