www.samajalive.in
Saturday, December 13, 2025
14.1 C
Bhubaneswar

ହାତୀ ଆକ୍ରମଣରେ ଦୁଇ ମୃତ

ବାରିପଦା : ମୟୁରଭଞ୍ଜ ଜିଲ୍ଲାର ରାସଗୋବିନ୍ଦପୁର ଓ ବେତନଟୀ ଦୁଇ ବନ ରେଞ୍ଜରେ ଦୁଇଟି ପୃଥକ ସ୍ଥାନରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ରାସଗୋବିନ୍ଦପୁର ରେଞ୍ଜର ଡାଙ୍ଗ ରବିଲା ଗ୍ରାମର ସୀମିତ ହାଁସଦା କାଲି ରାତିରେ ଖାଇ ସାରି ଶୋଇଥିବା ବେଳେ ହାତୀ ଘରୁ ଟାଣି ଆଣି ମାରି ଦେଇଥିବା ପ୍ରକାଶ। ସେହିପରି ସାଙ୍ଗଡି ଗ୍ରାମର ଧନଞ୍ଜୟ ହାଁସଦା ଗତକାଲି  ବେତନଟୀ ରେଞ୍ଜର ଜଙ୍ଗଲକୁ ଯାଇଥିବା ବେଳେ ଆଜି ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇ ଥିବା ଜଣା ପଡିଛି।

Hot this week

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

ଛତିଶା ନିଯୋଗ ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି: ଜାନୁଆରୀ ୩ରେ ଦୁର୍ଲଭ ସୁନାବେଶ

ପୁରୀ: ଚଳିତ ମାସ ୧୬ରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ହେବାକୁ...

ପ୍ରତିଶ୍ରୁତି ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ

ଭୁବନେଶ୍ବର : ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ...

ଜୁନାଗଡ଼-ପାଣ୍ଡୁରଙ୍ଗାପୁରମ୍‌ ନୂତନ ରେଳପଥ ମଞ୍ଜୁରୀକୁ ୯ବର୍ଷ, ସରୁନି ଜମି ଅଧିଗ୍ରହଣ

ନବରଙ୍ଗପୁର: ପଛୁଆ ଓ ଆଦିବାସୀ ଅଧ୍ୟୁଷିତ ଓଡ଼ିଶା ସହ ଛତିଶଗଡ଼ ଏବଂ...

Related Articles

Popular Categories