www.samajalive.in
Saturday, December 13, 2025
23.1 C
Bhubaneswar

ଟ୍ରେଣ୍ଡ୍‌ସ ପକ୍ଷରୁ ଗଣେଶ ପୂଜା ସ୍ୱତନ୍ତ୍ର ଅଫର ଓ ସ୍ୱାଗତମ୍ ଶ୍ରୀଗଣେଶ ପ୍ରତିଯୋଗିତା ଘୋଷଣା

– ୧.୮୦ ଲକ୍ଷ ଟଙ୍କାର ପୁରସ୍କାର ଜିତିବାର ସୁଯୋଗ

ଭୁବନେଶ୍ୱର: ଉତ୍ସବ ଋୁତୁ ପାଖେଇ ଆସିଥିବା ବେଳେ ଭାରତର ସର୍ବବୃହତ ଓ ଦ୍ରୁତ ଅଭିବୃଦ୍ଧିଶୀଳ ପୋଷାକ ଓ ଆକ୍‌ସେସୋରିଜ୍ ସ୍ପେସିଆଲିଟି ଶୃଙ୍ଖଳା ରିଲାଏନ୍ସ ରିଟେଲ୍‌ର ଟ୍ରେଣ୍ଡ୍‌ସ ପକ୍ଷରୁ ଏହାର ଗ୍ରାହକମାନଙ୍କ ପାଇଁ ଗଣେଶ ପୂଜା ଉପଲକ୍ଷେ ସ୍ୱତନ୍ତ୍ର ଅଫର ଓ ଟ୍ରେଣ୍ଡସ୍ ସ୍ୱାଗତମ୍ ଶ୍ରୀଗଣେଶ ପ୍ରତିଯୋଗିତା ବିଷୟରେ ଘୋଷଣା କରାଯାଇଛି ।

- Advertisement -

ଗଣେଶ ପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ସପିଙ୍ଗ୍ ଉପରେ ଉନ୍ନତ ଅନୁଭୂତି ଦେବା ଲାଗି ସ୍ୱତନ୍ତ୍ର ଅଫର ଅଧିନରେ ଗ୍ରାହକମାନେ ୩୪୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ସପିଙ୍ଗ କଲେ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ଓ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ପାଇପାରିବେ ।

ଏହି ସ୍ୱତନ୍ତ୍ର ଅଫର ସହିତ ଟ୍ରେଣ୍ଡ୍‌ସ ସ୍ୱାଗତମ୍ ଶ୍ରୀଗଣେଶ ପ୍ରତିଯୋଗିତା ମଧ୍ୟ ଘୋଷଣା କରାଯାଇଛି ଯେଉଁଥିରେ ଗ୍ରାହକମାନେ ପ୍ରଭୁ ଗଣେଶଙ୍କ ଏକ ଛବି ଅଙ୍କନ କରି ତାହାକୁ ଆମ ସହିତ ସେୟାର କରିପାରିବେ କିମ୍ବା ପ୍ରଭୁ ଗଣେଶଙ୍କ ସହ ସେଲ୍‌ଫି ନେଇ ତାହା ଆମ ପାଖକୁ ପଠାଇପାରିବେ । ଗ୍ରାହକମାନେ ୮୯୦୮୦୨୦୧୦୪ ହ୍ୱାଟସ୍‌ଆପ୍ ନମ୍ବର ଜରିଆରେ ମଧ୍ୟ ସେମାନଙ୍କ ଏଂଟ୍ରି ପଠାଇପାରିବେ କିମ୍ବା www.trendsswagatamshriganesha.com ରେ ସେମାନଙ୍କ ଅଙ୍କିତ ଛବି କିମ୍ବା ସେଲ୍‌ଫିକୁ ଅପ୍‌ଲୋଡ କରିପାରିବେ଼ ଏବଂ ଅଧିକ ବିବରଣୀ ମଧ୍ୟ ପାଇପାରିବେ । ଗ୍ରାହକମାନେ ଅଙ୍କନ କରିଥିବା ଗଣେଶଙ୍କ ଛବି କିମ୍ବା ସେଲ୍‌ଫିକୁ ନିଜ ଫେସବୁକ୍ ଓ ଇନଷ୍ଟାଗ୍ରାମ୍ ଆକାଉଂଟ୍‌ରେ #trendsswagatamshriganesha ଟ୍ୟାଗ୍ କରି ପୋଷ୍ଟ କରିପାରିବେ ।

ଟ୍ରେଣ୍ଡ୍‌ସ ଭାରତରେ ବାସ୍ତବରେ ଫ୍ୟାସନକୁ ସବୁ ଲୋକଙ୍କ ପାଖରେ ପହଂଚାଇ ମେଟ୍ରୋ ଠାରୁ ଆରମ୍ଭ କରି ମିନି ମେଟ୍ରୋ, ଟିୟର୧ ଓ ୨ ସହର ଓ ତା’ଠାରୁ ଆଗକୁ ବଢ଼ି ଭାରତର ଗ୍ରାହକମାନଙ୍କ ପଖରେ ପହଂଚିଛି ଓ ନିଜକୁୁ ଭାରତର ପସନ୍ଦର ସପିଙ୍ଗ ସ୍ଥଳରେ ପରିଣତ କରିଛି । ଟ୍ରେଣ୍ଡ୍‌ସ ଷ୍ଟୋର ଦେଖିବାକୁ ବେଶ ଆଧୁନିକ ଓ ଆକର୍ଷଣୀୟ ଓ ଗୁଣାତ୍ମକ ମାନର ଫ୍ୟାସନ ସାମଗ୍ରୀ ସେଥିରେ ରହିଛି ଯାହା ବିଭିନ୍ନ ଅଂଚଳର ଗ୍ରାହକମାନଙ୍କ ଲାଗି ବେଶ ପ୍ରାସଙ୍ଗିକ ଓ ତାହା ସୁଲଭ ମୂଲ୍ୟରେ ଉପଲବ୍ଧ ହେଉଥିବାରୁ ଭାଲ୍ୟୁ ଫର ମନି ଭାବେ ବିଚାର କରାଯାଉଛି ।

ଗ୍ରାହକମାନେ ଟ୍ରେଣ୍ଡ୍‌ସ ଷ୍ଟୋର୍‌ରେ ଟ୍ରେଣ୍ଡି ଓମେନ୍‌ସ ଓୟାର, ମେନ୍‌ସ ଓୟାର, କିଡ୍‌ସ ଓୟାର ଓ ଫ୍ୟାସନ୍ ଆସୋସୋରିଜ୍ ଆଦି ଆକର୍ଷଣୀୟ ମୂଲ୍ୟରେ ପାଇପାରିବେ ।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories