www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟାଧରପୁରରେ ରିଲିଫ ବଣ୍ଟନ

ଗୁରୁଡିଝାଟିଆ :  କଖଡି ପଞ୍ଚାୟତର ବିଦ୍ୟାଧରପୁରରେ ବନ୍ୟାଜଳ ସମସ୍ତଙ୍କ ଘରେ ପଶିଥିବାରୁ ଲୋକମାନେ ନାହିଁ ନଥିବା ଦୁର୍ଦ୍ଦଶାର ସମ୍ମୁଖିନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏନଭୋୟ ଫାଉଣ୍ଟେସନ ଟ୍ରଷ୍ଟ କଟକ ପକ୍ଷରୁ ବିପନ୍ନଙ୍କୁ ରିଲିଫ ବଣ୍ଟନ କରାଯାଇଛି । ଫାଉଣ୍ଡେସନର ପ୍ରତିଷ୍ଠାତା ଏମଡି ସିରାଜ ଖୁଦିଲାଅମିନ, ସଭାପତି ସବନାମ ନିଶାନ ସହିତ ସୌମ୍ୟରଞ୍ଜନ ଧଳ, ସହିସ୍ଥା ସୁଲତାନ, ମହାଦେବ ମିଶ୍ର, ଅଭିଷେକ ଦାସ, ବିଭୂଚରଣ ବେହେରା, ଅନିରୁଦ୍ଧ ପଟ୍ଟନାୟକ ଓ କଖଡି ପଞ୍ଚାୟତ ସରପଞ୍ଚ କଳ୍ପନା ଛତାର ଉପସ୍ଥିତ ରହି ରିଲିଫ ବଣ୍ଟନ କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories