www.samajalive.in
Monday, December 15, 2025
17.1 C
Bhubaneswar

ବ୍ଲକ ଶିକ୍ଷାଧିକାରୀଙ୍କ କଖଡି ସମୂହ ବିଦ୍ୟାଳୟ ପରିଦର୍ଶନ

ଗୁରୁଡିଝାଟିଆ:  ବନ୍ୟା ପ୍ଲାବିତ କଖଡି ପଞ୍ଚାୟତର ସମସ୍ତ ବିଦ୍ୟାଳୟଗୁଡିକୁ ଟାଙ୍ଗି-ଚୌଦ୍ୱାର ବ୍ଲକ ଶିକ୍ଷାଧିକାରୀ ସରସ୍ୱତୀ ସାହୁ, ସହଶିକ୍ଷାଧିକାରୀ ଅରୁନ୍ଧତି ମିଶ୍ର ପରିଦର୍ଶନ କରିଥିଲେ । ଉଭୟ କଖଡି ନୋଡାଲ ଉଚ୍ଚ ବିଦ୍ୟାଳୟ, କଖଡି କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ, ବିଦ୍ୟାଧରପୁର ଓ ମହାଳପଡା ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ବିଦ୍ୟାର୍ଥୀଙ୍କ ସହିତ ଗୁଣାତ୍ମକ ଶିକ୍ଷା ସଂପର୍କରେ ଆଲୋଚନା କରିବା ସହ ବିଦ୍ୟାଳୟରେ ବନ୍ୟାଜଳ ଦ୍ୱାରା କ୍ଷୟକ୍ଷତି ସଂପର୍କରେ ମଧ୍ୟ ଅନୁଧ୍ୟାନ କରିଥିଲେ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories