www.samajalive.in
Sunday, December 14, 2025
26.1 C
Bhubaneswar

୨୭ରେ ଏଏସଓ ପରୀକ୍ଷା, ଖୋର୍ଦ୍ଧାର ୧୩୯ ଶିକ୍ଷାନୁଷ୍ଠାନ ଛୁଟି

ଡେସ୍କ: ସହକାରୀ ସେକ୍ସନ୍‍ ଅଫିସର (ଏଏସଓ) ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାର ଶିକ୍ଷାନୁଷ୍ଠାନ ଗୁଡିକ ଆସନ୍ତା ୨୭ ତାରିଖ ଦିନ ବନ୍ଦ ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ୱତନ୍ତ୍ର ଛୁଟି ଘୋଷଣା କରାଯାଇଛି। ଏଏସଓ ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାର ଏହି ୧୩୯ଟି ଶିକ୍ଷାନୁଷ୍ଠାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପୂର୍ବରୁ ଅଗଷ୍ଟ ୨୧ରେ ହେବାକୁ ଥିବା ଏହି ପରୀକ୍ଷା ୨୭ ତାରିଖ ଶନିବାର ଦିନ ୩ଟି ସିଟିଂରେ ହେବ। ଓପିଏସ୍‍ସି ସୂଚନା ଅନୁଯାୟୀ, ସକାଳ ୯ଟାରୁ ୧୦ଟା ୩୦ ଯାଏ ଜେନେରାଲ ଆୱାରନେସ୍‍, ଦିନ୧୧ଟା ୩୦ରୁ ୧ଟା ଯାଏ ରିଜନିଂ ଓ ମ୍ୟାଥମେଟିକ୍ସ ଏବଂ ଦିନ ୨ଟା ୩୦ରୁ ଅପରାହ୍ନ ୪ଟା ୩୦ ଯାଏ ଇଂରାଜୀ ଓ ଓଡ଼ିଆ ଭାଷା ପରୀକ୍ଷା ହେବ।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories