www.samajalive.in
Monday, December 15, 2025
27.1 C
Bhubaneswar

ସାର୍ବଜନୀନ ଅଭିନୟ କଳାଶିକ୍ଷା ଅଭିଯାନ ଅନୁଷ୍ଠିତ

ପାଟଣା: କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଖଜୁରିଡ଼ିହା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମୟୂର ଆଟିଷ୍ଟ ଆସୋସିଏସନ୍ ପକ୍ଷରୁ ସାର୍ବଜନୀନ ଅଭିନୟ କଳାଶିକ୍ଷା ଅଭିଯାନ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାହାରପଡା ଅଞ୍ଚଳର ବହୁ କଳାକାର ଯୋଗଦେଇ ନିଜ ଭିତରେ ଥିବା ପ୍ରତିଭା ପ୍ରଦର୍ଶନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆମେ କଳାକାର ଆମ ଓଡିଶା ସଙ୍ଗଠନର ସଂପାଦକ ମନୋରଞ୍ଜନ ଦାସ, ମୁଖ୍ୟ ସଂଯୋଜକ ଧିରେନ ବେଙ୍କୁଳିଆ, ସହ ସଂଯୋଜକ ଗୌରୀ ମହାନ୍ତ, ହରେକୃଷ୍ଣ ମହାନ୍ତ, ହିମାଦ୍ରୀ ତନୟା ମହାନ୍ତ ପ୍ରମୁଖ ଉପସ୍ଥିତ ଥିବା ବେଳେ ମନୋରଞ୍ଜନ ପାଇଁ ଶତାଧିକ ଲୋକ ସମାଗମ ହୋଇଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories