www.samajalive.in
Monday, December 15, 2025
15.1 C
Bhubaneswar

କଂଗ୍ରେସ ଛାଡିଲେ ବରିଷ୍ଠ ନେତା ଗୁଲାମନବୀ ଆଜାଦ

ନୂଆଦିଲ୍ଲୀ : କଂଗ୍ରେସ ଛାଡିଲେ ବରିଷ୍ଠ ନେତା ଗୁଲାମନବୀ ଆଜାଦ। ସମସ୍ତ ପଦପଦବୀ ଓ ପ୍ରାଥମିକ ସଦସ୍ୟ ପଦରୁ ଶୁକ୍ରବାର ସେ ଇସ୍ତଫା ଦେଇଛନ୍ତି। ଦୀର୍ଘ ୫୦ ବର୍ଷ ଧରି କଂଗ୍ରେସ ପାଇଁ କାର୍ଯ୍ୟ କରି ଆସିଥିବା ବରିଷ୍ଠ ନେତା ଗୁଲାମନବୀ ଆଜାଦ ଇସ୍ତଫା ଦେଇଥିବା ନେଇ ଘୋଷଣା କରିଛନ୍ତି।
କିଛିଦିନ ତଳେ ସେ ଜମ୍ମୁ-କାଶ୍ମୀରର ପ୍ରଚାର କମିଟି ଅଧ୍ୟକ୍ଷ ଓ ରାଜନୀତିକ ବ୍ୟାପାର କମିଟି ଛାଡିଥିଲେ। ବିଗତ କିଛି ଦିନ ହେବ ଦଳୀୟ ଆଚରଣ ଓ କାର୍ଯ୍ୟଶୈଳୀକୁ ନେଇ ସେ ଅସନ୍ତୋଷ ପ୍ରକାଶ କରିବା ସହ ଦଳରେ କୌଣସି ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତ ନହେବା ଓ ୫ ପୃଷ୍ଠାର ଇସ୍ତଫା ପତ୍ରରେ କଂଗ୍ରେସ ନେତୃତ୍ୱକୁ ସମାଲୋଚନା କରିବା ସହ ଅନ୍ୟାନ୍ୟ ଜିନିଷକୁ ନେଇ କଂଗ୍ରେସ ଅଧ୍ୟକ୍ଷା  ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଇସ୍ତଫା ପତ୍ରରେ ବର୍ଷିଛନ୍ତି ବୋଲି ସୂଚନା ମିଳିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories