www.samajalive.in
Monday, December 15, 2025
14.1 C
Bhubaneswar

ମହିଳା ଏସ.ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ମୃତ୍ୟୁର କାରଣ ଅସ୍ପଷ୍ଟ

ଜି ଉଦୟଗିରି: କାର୍ଯ୍ୟରତ ମହିଳା ଏସ.ଆଇ ସ୍ୱାଗତିକା ବେହେରା (୩୦)ଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ସରକାରୀ ବାସଭବନରୁ ଜି ଉଦୟଗିରି ପୁଲିସ ତାଙ୍କ ମୃତଦେହ ଉଦ୍ଧାର କରିଛି l ଏସ.ଆଇ ସ୍ୱାଗତିକା ବେହେରା ସ୍ଥାନୀୟ ଥାନାରେ କାର୍ଯ୍ୟରତ ଥିଲେ । ତେବେ ମୃତ୍ୟୁର କାରଣ ଜଣାପଡ଼ିନାହିଁ l ତେବେ ନେଇ ଥାନା ଅଧିକାରୀ କିମ୍ବା ଅନ୍ୟ କୌଣସି ପଦାଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ l ସ୍ୱାଗତିକାଙ୍କ ପରିବାର ଲୋକ ଆସି ଘଟଣାସ୍ଥଳରେ ପହଞ୍ଚିବା ପରେ ଶବବ୍ୟବଚ୍ଛେଦ କରାଯିବ । ପରେ ପରିବାର ସଦସ୍ୟଙ୍କୁ ତାଙ୍କ ମୃତଦେହ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି । 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories