www.samajalive.in
Sunday, December 14, 2025
26.1 C
Bhubaneswar

ପୋଷାକ ବିତରଣ କାର୍ଯ୍ୟକ୍ରମ

ଚୌଦ୍ୱାର :  ଟାଙ୍ଗୀ-ଚୌଦ୍ୱାର ବ୍ଲକ୍ ମଙ୍ଗରାଜପୁର ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ରାମଚନ୍ଦ୍ରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ନୂତନ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ପ୍ରଧାନ ଶିକ୍ଷକ ସନାତନ କଳାଙ୍କ ପୌରୋହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଦେବେନ୍ଦ୍ର ପାଣ୍ଡବ ଓ ସମିତି ସଭ୍ୟା ମମତା ସାମାଡ଼ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନୂତନ ପୋଷାକ, ଜୋତା,ମୋଜା ଆଦି ବଣ୍ଟନ କରିଥିଲେ। ପରିଚାଳନା କମିଟି ସଭାପତି ମାନା ଦେଓଗାମ୍, ସଭ୍ୟ ମାଧବ ଦେହୁରୀ, କୌଶଲ୍ୟା ଦେହୁରୀ, ହରି ବାନାରା, ଇନ୍ଦ୍ର ବାନାରା, ଚମ୍ପା ବାନାରା, ଯଶୋଦା ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଶିକ୍ଷୟତ୍ରୀ କଳ୍ପନା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories