www.samajalive.in
Monday, December 15, 2025
24.1 C
Bhubaneswar

ଅଟୋକୁ ଧକ୍କା ଦେଲା ଟ୍ରକ୍‌; ୫ ମୃତ

କାମାକ୍ଷାନଗର: ୫୩ ନଂ ଜାତୀୟ ରାଜପଥର ପଥରଖମ୍ବ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଅଟୋକୁ କୋଇଲା ବୁଝେଇ ଟ୍ରକ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ କାମାକ୍ଷାନଗର ଥାନା ବାଙ୍ଗୁରା ଗାଁର ଅନନ୍ତ ସାମଲ ,ପ୍ରହ୍ଲାଦ ସାମଲ ,ଆଦିକନ୍ଦ ସାମଲ, ଅଙ୍କୁର ସାମଲ ଓ ପୁଅ ଦିବ୍ୟରଞ୍ଜନ ସାମଲ । ୫ ଜଣ ମୃତକଙ୍କ ମଧ୍ୟରେ ଜଣେ ୧୩ ବର୍ଷୀୟ ଶିଶୁ ରହିଛନ୍ତି ।

ଭୋର ସମୟରୁ ମହୁଲ ଟୋଲ ପେଶାଇବା ପାଇଁ ମୁକ୍ତାପଶି ଯାଉଥିବା ବେଳେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଛି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିରେ ୫୩ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି ସ୍ଥାନୀୟ ବାସିନ୍ଦା ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories