www.samajalive.in
Sunday, December 14, 2025
19.1 C
Bhubaneswar

ଦେଶରେ ଆଉ ୭,୫୯୧ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଧୀରେ ଧୀରେ କରୋନା ସଂକ୍ରମଣ ହ୍ରାସ ପାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଗତ ୨୪ ଘଣ୍ଟାରେ ୭ହଜାର ୫୯୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ଆଉ ୯,୨୦୬ ଜଣ ସଂକ୍ରମିତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି ।

ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟ ବଢ଼ୁଥିବାରୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ବର୍ତ୍ତମାନ ଦେଶରେ ମୋଟ୍‌ ସକ୍ରିୟ ମାମଲା ୮୪,୯୩୧ ରହିଛି । ଗତକାଲି ସକ୍ରିୟ ମାମଲା ୮୬,୫୯୧ ରହିଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୪ ଲକ୍ଷ ୩୮ ହଜାର ୨ ହଜାର ୯୩୩ ଜଣ ଆରୋଗ୍ୟ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୭ହଜାର ୭୯୯ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories