www.samajalive.in
Tuesday, December 9, 2025
16.1 C
Bhubaneswar

ଉତ୍ସବମୁଖର ପଶ୍ଚିମ ଓଡ଼ିଶା; ମହିମାଟୁଙ୍ଗିରେ ପାଳିତ ହେଲା ନୂଆଁଖାଇ ପର୍ବ

କାମାକ୍ଷାନଗର: ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହୋଇଛି । କାମାକ୍ଷାନଗର ସହରର ମହିମାଟୁଙ୍ଗି ପରିସରରେ ମଧ୍ୟ ନୂଆଁଖାଇ ପର୍ବ ପାଳିତ ହୋଇଯାଇଛି । ଆଜି ପୂର୍ବାହ୍ନରେ ଯଥାବିଧି ଅନୁଯାୟୀ ପୂଜାର୍ଚ୍ଚନା କରିବାପରେ ମହିମା ଅଲେଖଙ୍କ ଠାରେ ନୂଆ ଚୂଡା ଲାଗି ହେବା ପରେ ଶହସ୍ରାଧିକ ଶ୍ରଦ୍ଧାଳୁଙ୍କୁ ପ୍ରସାଦ ବଣ୍ଟନ କରାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories