www.samajalive.in
Sunday, December 7, 2025
26.1 C
Bhubaneswar

ଦଣ୍ଡାଧାର ବାମକେନାଲରେ ୫୦ ଫୁଟର ଘାଇ: ବହୁ ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡର କରଗୋଲା ପଂଚାୟତର ସସାପସି ଗ୍ରାମ ଦେଇ ଯାଇଥିବା ଦଣ୍ଡାଧାର କେନାଲରେ ଗୁରୁବାର ୫୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ବହୁ ଚାଷ ଜମି ଜଳମଗ୍ନ ହୋଇପଡ଼ିଛି। ଖବରପାଇ ବିଭାଗୀୟ କର୍ତ୍ତୃପକ୍ଷ ଘଟଣା ସ୍ଥଳରେ ପହଞ୍ଚି ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ ଆରମ୍ଭ କରିଛନ୍ତି। ହେଲେ ଜଳମଗ୍ନ ହୋଇଥିବା ଜମିର ଚାଷୀମାନେ ଏବେ ଚିନ୍ତାରେ ରହିଛନ୍ତି। ଏଥି ପୂର୍ବରୁ ଲଘୁଚାପଜନିତ ବର୍ଷାରେ ଜମି ଜଳମଗ୍ନ ହୋଇ ରହିଥିବା ବେଳେ ଏବେ କେନାଲରେ ଘାଇହୋଇ ଜଳମଗ୍ନ ହେବାରୁ ବେଡ଼ି ଉପରେ କରଡ଼ା ସଦୃଶ ହୋଇପଡିଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଇ ତ୍ୱରିତ ପଦକ୍ଷେପ ନେବାକୁ ଚାଷୀ ମହଲରେ ଦୃଢ ଦାବି ହୋଇଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories