www.samajalive.in
Wednesday, December 10, 2025
18.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭାରତୀୟ ନୌସେନାରେ ସାମିଲ ହେଲା ‘ଆଇଏନଏସ ବିକ୍ରାନ୍ତ’ ..  ଏକ ଗରିମାମୟ ପରିବେଶରେ ସାମିଲ ହେଲା ଆଇଏନଏସ ବିକ୍ରାନ୍ତ..‘ଆଇଏନଏସ ବିକ୍ରାନ୍ତ’ ସମର୍ପଣ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ..ଏକ ନୂଆ ସୂର୍ଯ୍ୟୋଦୟର ସାକ୍ଷୀ ହେବାକୁ ଯାଉଛି ‘ଆଇଏନଏସ ବିକ୍ରାନ୍ତ’.. ବିକ୍ରାନ୍ତ ଏକ ଯୁଦ୍ଧଜାହାଜ ନୁହେଁ.. ଏହା ପରିଶ୍ରମ ଓ ପ୍ରତିବଦ୍ଧତାର ପ୍ରମାଣ.. ଆତ୍ମନିର୍ଭର ଭାରତର ଏହା ପ୍ରତୀକ..

ଭୁବନେଶ୍ୱର : ରାଜ୍ୟରେ ଆଉ ୨୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ସେମାନଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୯,ସଙ୍ଗରୋଧରୁ ୧୩୨,ସ୍ଥାନୀୟ ୯୪, ଆଉ ୧ ହଜାର ୭୯୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

- Advertisement -

ଖୋର୍ଦ୍ଧା : ୯ ନମ୍ବର ଜିଲା ପରିଷଦ ସଭ୍ୟଙ୍କ କାର୍‍ ଜାଳିଦେଲେ ଦୁର୍ବୃତ୍ତ ; ବଡପୋଖରିଆ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ କାର୍‍ ଜାଳିଥିବା ନେଇ ସୂଚନା

ଗୁଜରାଟ ଅରାବଲ୍ଲି ଜିଲା ଅମ୍ବାଜିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ଚାଲିଗଲା ୬ ଜଣଙ୍କ ଜୀବନ,ରାସ୍ତାରେ ଯାଉଥିବା ଯାତ୍ରୀଙ୍କ ଉପରେ ମାଡଗଲା କାର୍‍

ଭୁବନେଶ୍ୱର : ସମ୍ଭାବ୍ୟ ବର୍ଷା ନେଇ ୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୫ ପରେ ଆସୁଛି ଆଉ ଏକ ଲଘୁଚାପ,ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ

ନୂଆଦିଲ୍ଲୀ : ଦେଶରେ ଆଉ ୬,୧୬୮ ଆକ୍ରାନ୍ତ ଚିହ୍ନଟ ; ୨୧ ମୃତ.. ଆଉ ୫୯,୨୧୦ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ .. ସପ୍ତାହିକ ସଂକ୍ରମିତ ହାର ୧.୯୪%

ବାଲେଶ୍ୱର : ଘର ଭିତରୁ ନାବାଳିକାର ଝୁଲନ୍ତା ମୃତଦେହ ଉଦ୍ଧାର ..ସହଦେବଖୁଣ୍ଟା ଥାନା ଆଜିମାବାଦ ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର

ବାଲୁଗାଁ : ସିଙ୍ଗେଶ୍ୱରରେ ନବବିବାହିତା ମହିଳାଙ୍କ ଅସ୍ୱାଭାବିକ ମୃତ୍ୟୁ ,ବାଲୁଗାଁ ହସ୍ପିଟାଲରେ ମହିଳାଙ୍କୁ ମୃତ ଘୋଷଣା କଲେ ଡାକ୍ତର .. ଯୌତୁକଜନିତ ହତ୍ୟା ଅଭିଯୋଗ ଆଣିଲେ ବାପ ଘର ଲୋକେ .. ପୁଲିସର ତଦନ୍ତ ଆରମ୍ଭ

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories