www.samajalive.in
Friday, December 12, 2025
15.1 C
Bhubaneswar

ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ କାର୍ଡ ବଣ୍ଟନ

ନେମାଳ : ନିଶ୍ଚିନ୍ତକୋଇଲି ବ୍ଲକ ତଥା କଟକ ସଦର ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ସାନ୍ତପୁର ପଞ୍ଚାୟତ କାର୍ଯ୍ୟାଳୟରେ ଖାଦ୍ୟ ସୁରକ୍ଷା ଯୋଜନାରେ ୧୯୧ ଜଣଙ୍କୁ ଖାଦ୍ୟ ସୁରକ୍ଷା କାର୍ଡ ବଣ୍ଟନ କରାଯାଇଥିବା ବେଳେ ୩୦ ଜଣ ବୃଦ୍ଧ ବୃଦ୍ଧାଙ୍କୁ ଭର୍ତ୍ତା ପ୍ରଦାନ କରାଯାଇଛି। ନିଶ୍ଚିନ୍ତକୋଇଲି ବ୍ଲକ ମଣ୍ଡଳ ଉନ୍ନୟନ ଅଧିକାରୀ ସୁରେଶ ଚନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କଟକ ସଦର ବିଧାୟକ ତଥା କ୍ରୀଡା, ଯୁବ ବ୍ୟାପାର , ସୂଚନା ଓ ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଚନ୍ଦ୍ରସାରଥି ବେହେରା ଯୋଗଦେଇ ଏହି କାର୍ଡ ବଣ୍ଟନ କରିଥିବା ବେଳେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ବିଭିନ୍ନ ଗ୍ରାମାଭିମୁଖୀ ଯୋଜନା ତଥା ସରକାରଙ୍କର ବିଭିନ୍ନ ଯୋଜନାର ସଫଳ ରୂପାୟନର ରୂପରେଖ ସହିତ ଓଡିଶାର ପ୍ରଗତୀ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବ ସଂପର୍କରେ ଜନସାଧାରଣଙ୍କୁ ସଚେତନ କରାଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories