www.samajalive.in
Monday, December 8, 2025
20.1 C
Bhubaneswar

ସାଇରସ୍ ମିସ୍ତ୍ରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଡେସ୍କ: ଟାଟାସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ୍ ମିସ୍ତ୍ରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ କରିଛନ୍ତି, ସାଇରସ୍ ମିସ୍ତ୍ରୀଙ୍କ ଅକାଳ ବିୟୋଗ ଅତ୍ୟନ୍ତ ଦୁଃଖଦାୟକ। ଦେଶର ଅର୍ଥନୈତିକ ପ୍ରଗତିରେ ସେ ବିଶ୍ୱାସ କରୁଥିଲେ। ମିସ୍ତ୍ରୀଙ୍କ ନିଧନ ବିଶ୍ୱ ବାଣିଜ୍ୟ କ୍ଷେତ୍ର ପାଇଁ ଏକ ବଡ କ୍ଷତି। ପ୍ରଧାନମନ୍ତ୍ରୀ ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


ବୈଦେଶିକ ମନ୍ତ୍ରୀ ଡଃ ଏସ. ଜୟଶଙ୍କର ଟ୍ୱିଟ କରିଛନ୍ତି, “ସାଇରସ୍ ମିସ୍ତ୍ରୀଙ୍କ ବିୟୋଗରେ ଅତ୍ୟନ୍ତ ମର୍ମାହତ। ପୂର୍ବରୁ ଅନେକ ଥର ତାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ପରିବାରବର୍ଗଙ୍କୁ ସମବେଦନା।”

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories