www.samajalive.in
Sunday, December 7, 2025
26.1 C
Bhubaneswar

ପୁଇଁତୋଳା ମଧ୍ୟ ଇଂରାଜୀ ସ୍କୁଲ ପିଲାଙ୍କୁ ପରିଚୟପତ୍ର ପ୍ରଦାନ

ଗଞ୍ଜାମ : ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପୁଇଁତୋଳା ମଧ୍ୟ ଇଂରାଜୀ ସ୍କୁଲରେ ପିଲାଙ୍କୁ ଗ୍ରାସୀମ କମ୍ପାନୀ ପକ୍ଷରୁ ପରିଚୟ ପତ୍ର ପ୍ରଦାନ କରାଯାଇଛି। ଗୁରୁ ଦିବସ ଅବସରରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କୁ କମ୍ପାନୀ ପକ୍ଷରୁ ସୋମବାର ପରିଚୟ ପତ୍ର ପ୍ରଦାନ କରାଯାଇଛି। ଏହି ପରିଚୟ ପତ୍ର ପ୍ରଦାନ ବେଳେ କମ୍ପାନୀ ଡିଜିଏମ ରବୀନ୍ଦ୍ର କୁମାର ମହାନ୍ତି, ସ୍କୁଲ ପ୍ରଧାନ ଶିକ୍ଷକ ବିଷ୍ଣୁ ଚରଣ ପଟ୍ଟନାୟକ, ସହ ଶିକ୍ଷକ ସୁରେନ୍ଦ୍ର କୁମାର ଦଳାଇ, ଗଞ୍ଜାମ ପ୍ରେସ କ୍ଳବ ସମ୍ପାଦକ ବିଦ୍ୟାଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସ୍କୁଲର ୫୧ଜଣ ଛାତ୍ରଙ୍କୁ ପରିଚୟ ପତ୍ର ପ୍ରଦାନ କରାଯାଇଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories