www.samajalive.in
Sunday, December 14, 2025
26.1 C
Bhubaneswar

ପୁଣି ଭିଜିବ ଓଡ଼ିଶା; ଆସନ୍ତାକାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ସେପ୍ଟେମ୍ବର ୭ ତାରିଖ ଅର୍ଥାତ୍‌ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ୮ ତରିଖରୁ ଦକ୍ଷିଣ ଓଡିଶା ଏବଂ ୯ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories