www.samajalive.in
Wednesday, December 10, 2025
23.1 C
Bhubaneswar

ଅକ୍ଷୟ ନାରାୟଣ ମିଶ୍ରଙ୍କୁ ସରସ୍ୱତୀ ପ୍ରତିଭା ସମ୍ମାନ 

ପାଟଣା: ପବିତ୍ର ଗୁରୁ ଦିବସ ଅବସରରେ ରାଜନଗରର ଅବସରପ୍ରାପ୍ତ ଶିକ୍ଷାବିତ୍‌ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ଅକ୍ଷୟ ନାରାୟଣ ମିଶ୍ରଙ୍କୁ ସରସ୍ବତୀ ପ୍ରତିଭା ସମ୍ମାନରେ ସମ୍ବର୍ଦ୍ଧିତ ହୋଇଛନ୍ତି । କେନ୍ଦୁଝରଗଡ଼ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଶ୍ରୀ ମିଶ୍ରଙ୍କୁ ଏହି ସମ୍ବର୍ଦ୍ଧନା ଦିଆଯାଇଛି । ବିଦ୍ୟୁତ୍‌ ପରିଷଦର ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଇଂ ଦେବବ୍ରତ ସ୍ୱାଇଁ ,ସମ୍ମାନୀୟ ଅତିଥି ଭାବେ ପ୍ରାଧ୍ୟାପକ ଭାଗୀରଥି ପୃଷ୍ଟି, ବିଦ୍ୟୁତ୍‌ ପରିଷଦ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା ଓ ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର ପ୍ରସାଦ ଅଗସ୍ତି ଏବଂ ଅନ୍ୟ ଅତିଥିଙ୍କ ଗହଣରେ ଶ୍ରୀ ମିଶ୍ରଙ୍କୁ ସରସ୍ବତୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories