www.samajalive.in
Sunday, December 14, 2025
17.1 C
Bhubaneswar

ଗଣେଶ ଭସାଣରେ ଗଣ୍ଡଗୋଳ; ୨ପକ୍ଷରୁ ମାମଲା

ପାଟଣା: ପାଟଣା ଥାନା ଅନ୍ତର୍ଗତ ଦୁବେଇପେଣ୍ଠ ଗ୍ରାମ ମଝିସାହିବାସୀ ଗତକାଲି ସନ୍ଧ୍ୟାରେ ଗଣେଶ ଭସାଣ କରୁଥିବା ସମୟରେ ଗଣ୍ଡଗୋଳ ହୋଇଥିବା ଅଭିଯୋଗ ହୋଇଛି ।  ଏନେଇ ପାଟଣା ଥାନାରେ ଅଭିଯୋଗ ହୋଇଥିବା ବେଳେ, ରାସ୍ତାରେ ବାଇକ ରଖି ଭସାଣରେ ଗଣ୍ଡଗୋଳ କରିବା, ଶୋଭାଯାତ୍ରାକାରୀ ମାନଙ୍କୁ ଭୁଜାଲି ଆଣି ହାଣିବା ଧମକ ଦେଇଥିବା ଅଭିଯୋଗ କରାଯାଇଛି । ଅଭିଯୋଗ ହେବା ପରେ ଥାନାଧିକାରୀ ରାଜେନ୍ଦ୍ର ସ୍ୱାଇଁ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ତେବେ ଭସାଣ କରୁଥିବା ନାଏକ ସାହିବାସୀ ପାଟଣା ଥାନାକୁ ଆସି ଲିଖିତ ଅଭିଯୋଗ କରିଥିବା ବେଳେ ସେଠୀ ସାହିବାସୀ ଆଗୁଆ ସାହାରପଡ଼ା ଫାଣ୍ଡିରେ ଅଭିଯୋଗ କରିଥିବା ସୂଚନା ମିଳିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories