www.samajalive.in
Sunday, December 14, 2025
26.1 C
Bhubaneswar

ରାସ୍ତା କଡ଼ରୁ ଝୁଲନ୍ତା ଗଳିତ ଶବ ଉଦ୍ଧାର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ଥାନା ଧାମନ ଡ଼ଙ୍ଗା ମୁଖ୍ୟ ରାସ୍ତକଡ ପ୍ରାୟ ୧୦୦ ମିଟର ଦୂର ଏକ ଗଛ ବୁଦା ମୂଳରୁ ଏକ ଗଳିତ ଝୁଲନ୍ତା ଶବ ପୁଲିସ ଉଦ୍ଧାର କରିଛି। କଣ୍ଟାବାଞ୍ଜି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗଳିତ ଶବ ଜବତ କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ଆଣି ପଞ୍ଚନାମା କରିଥିବା ବେଳେ, ଗଳିତ ଶବ ଚିହ୍ନଟ କରିଥିଲେ। ସୂଚନା ଅନୁଯାୟୀ ଧାମନ ଡ଼ଙ୍ଗା ଗ୍ରାମର ହରିଜନ ପଡ଼ାରେ ରହୁଥିବା ରବି ସୁନା (୪୫) ବର୍ଷ ଗତ ୩ ତାରିଖରୁ ଘରୁ ନିଖୋଜ ହେବା ପରେ ସ୍ଥାନୀୟ ଥାନାରେ ପରିବାର ଲୋକେ ଏକ ନିଖୋଜ ରିପୋର୍ଟ ଦେଇଥିଲେ। ଆଜି ରବି ସୁନାଙ୍କ ପରିବାର ଲୋକେ ପୁଲିସ ଉପସ୍ଥିତରେ ଶବ ଚିହ୍ନଟ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories