www.samajalive.in
Saturday, December 6, 2025
15.1 C
Bhubaneswar

ଦେଶରେ ଆରୋଗ୍ୟ ହାର ୯୮.୭୧%

ନୂଆଦିଲ୍ଲୀ : ଦେଶରେ ଚିହ୍ନଟ ହେଲେ ଆଉ ୬ ହଜାର ୦୮୦ ସଂକ୍ରମିତ। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୪,୮୨,୧୪୯କୁ ବୃଦ୍ଧି ପାଇଛି। ଆଉ ୬,୭୬୮ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୩୯,୦୬,୯୭୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୧%। ଚିିକିତ୍ସାଧୀନ ଅବସ୍ଥାରେ ୧୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୧୨୧ରେ ପହଞ୍ଚିଛି। ମୃତ୍ୟୁ ହାର ୧.୧୯%। ଆଉ ୪୭,୦୫୬ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୧%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories