www.samajalive.in
Sunday, December 7, 2025
15.1 C
Bhubaneswar

ଡଃ ପ୍ରଭାତ ରାଉଳ ହେଲେ ଓୟୁଏଟି କୁଳପତି

ଡେସ୍କ: ଓଡ଼ିଶା ୟୁନିଭର୍ସିଟି ଅଫ୍‍ ଅଗ୍ରିକଲଚର ଆଣ୍ଡ ଟେକ୍ନୋଲୋଜି (ଓୟୁଏଟି)ର କୁଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‍ ଏହି ନିଯୁକ୍ତି ଦେଇଛନ୍ତି। ଆଗାମି ୩ ବର୍ଷ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। ପ୍ରଫେସର ରାଉଳ ବର୍ତ୍ତମାନ ଓଡିଶା କୃଷି ପ୍ରୋତ୍ସାହନ ଏବଂ ପୁଞ୍ଜି ଲଗାଣ ନିଗମ ଲିଃ (ଆପିକଲ)ର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି। ତାଙ୍କ ନିକଟରେ ୨୯ ବର୍ଷର ଶିକ୍ଷକତା ଅଭିଜ୍ଞତା ରହିଛି। ସେ ୨୪ଟି ପୁସ୍ତକ ରଚନା କରିଥିବା ବେଳେ ତାଙ୍କ ଅଧୀନରେ ୯ ଜଣ ପିଏଚଡି କରିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories