www.samajalive.in
Thursday, December 11, 2025
26.1 C
Bhubaneswar

ଅଜଣା ରୋଗ, ୧୦ ଦିନରେ ୬ ମୃତ

ମାଲକାନଗିରି: ଗୋଟିଏ ଗାଁରେ ଅଜଣା ରୋଗରେ ୧୦ ଦିନରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମାଥିଲି ବ୍ଲକ ହଳଦୀକୁଣ୍ଡ ଗାଁରେ ୧୦ ଦିନରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରାନ୍ତଙ୍କ ଗୋଡ଼ ଫୁଲିବା ସହ ଜ୍ବର ହୋଇ ମୃତ୍ୟୁ ହେଉଥିବା ସୂଚମା ମିଳିଛି। ଏହି ଖବର ପାଇବା ପରେ ଲୋକଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ଗାଁରେ ସ୍ବତନ୍ତ୍ର ଡାକ୍ତରୀ ଦଳ ପହଞ୍ଚିଛନ୍ତି। ତେବେ ଗାଁ ଲୋକଙ୍କ ଅସହଯୋଗରୁ ଆକ୍ରାନ୍ତମାନଙ୍କୁ ଚିକିତ୍ସା ସେବା ଯୋଗାଇ ଦିଆଯାଇପାରି ନାହିଁ। ଏବେ ଗାଁରେ ଆଉ ୧୦ଜଣ ଏହି ଅଜଣା ରୋଗରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଗାଁର ଏହି ଅଭାବନୀୟ ପରିସ୍ଥିତି ଓ ଅଜଣା ରୋଗରେ ଆକ୍ରାନ୍ତଙ୍କଠାରୁ ଫାଇଦା ଉଠାଥିବା ଜଣେ କ୍ବାକ୍‌କୁ ପୁଲିସ ଗିରଫ କରିଛି।

Hot this week

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

Related Articles

Popular Categories