www.samajalive.in
Sunday, December 14, 2025
19.1 C
Bhubaneswar

ଆଜିଠୁ ଓଜେଇଇ କାଉନସେଲିଂ

ଭୁବନେଶ୍ୱର: ରାଜ୍ୟର ସରକାରୀ ଏବଂ ବେସରକାରୀ ବୈଷୟିକ ଶିକ୍ଷାନୁଷ୍ଠାନରେ ବି.ଟେକ, ବି.ଆର୍କ, ବି.ପ୍ଲାନ, ବି.କ୍ୟାଟ ଏବଂ ଇଣ୍ଟିଗ୍ରେଟେଡ ଏମ.ଏସସି ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ସେପ୍ଟେମ୍ବର ୧୩ରୁ ଅନଲାଇନ କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବ। ସେହିପରି ଏମବିଏ, ଏମସିଏ, ଏମ.ଟେକ, ଏମ.ଆର୍କ, ଏମ.ପ୍ଲାନ ଆଦି ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଜି ଠାରୁ କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏନେଇ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ଜେଇଇ ମୁଖ୍ୟ ଏବଂ ଓଜେଇଇ ପରୀକ୍ଷା ଦେଇ ରାଙ୍କ ପାଇଥିବା ବିଦ୍ୟାର୍ଥୀ କାଉନସେଲିଂ ପ୍ରକ୍ରିୟାରେ ଅଂଶ ଗ୍ରହଣ କରିପାରିବେ। ଓଜେଇଇ ୱେବସାଇଟ (www.ojee.nic.in)କୁ ଲଗଇନ କରି ବିଦ୍ୟାର୍ଥୀ ପଞ୍ଜୀକରଣ କରିପାରିବେ। କାଉନସେଲିଂ ପାଇଁ ଉପଲବ୍ଧ ବିସ୍ତୃତ ନିୟମାବଳୀ ପଢି ଆବେଦନ କରିବାକୁ ଓଜେଇଇ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ କୁହାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories