www.samajalive.in
Tuesday, December 9, 2025
16.1 C
Bhubaneswar

୨୪ଜଣ ନିୟମଗିରି ଡଙ୍ଗରିଆ କନ୍ଧ ହିତାଧିକାରୀଙ୍କୁ ପଟା ବଣ୍ଟନ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତରେ ୨୬ଜଣ ନିୟମଗିରି ଡଙ୍ଗରିଆ କନ୍ଧ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟା ବଣ୍ଟନ କରାଯାଇଛି। ଏଥିରେ ତହସିଲଦାର ସୁଧାକର ରଇତ, ଅତିରିକ୍ତ ତହସିଲଦାର ଗଣେଶ ଦଳେଇ, ଡବ୍ଲ୍ୟୁ ଇଓ ଚନ୍ଦନ ଦାସ ବାଙ୍ଗାରି, ସୁନାଖଣ୍ଡି ସରପଞ୍ଚ ସଞ୍ଜୟ ନିଶିକା, ସମିତି ସଭ୍ୟ ସମ୍ବୁରୁ କୁଲିସିକା, ପାରସାଲି ସ୍ୱତନ୍ତ୍ରଅଧିକାରୀ ସଲମନ ରାଇକା, ପଞ୍ଚାୟତ ଅଧିକାରୀ ପ୍ରମୋଦ ପାଣିଗ୍ରାହୀ, ରାଜସ୍ୱ ଅଧିକାରୀ ମିନାକ୍ଷୀ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ପଟା ବଣ୍ଟନ କରିଥିଲେ। ନିୟମଗିରି ପାହାଡରେ ବସବାସ କରୁଥିବା ନିୟମଗିରି ଦଙ୍ଗାରିଆକନ୍ଧ ଟେବାପଡା, ପଞ୍ଚକୁଡି ଓ ଟାମକଶିଳା ତିନୋଟି ଗାଁରେ ପ୍ରାୟ ୨୪ପରିବାରକୁ ଜଙ୍ଗଲ ଜମି ପଟା ବଣ୍ଟନ କରାଯାଇଛି।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories