www.samajalive.in
Friday, December 12, 2025
27.1 C
Bhubaneswar

ପିପିଲିରେ ହତ୍ୟାକାଣ୍ଡ, ପୁଲିସ ତଦନ୍ତ ଜାରି

ପିପିଲି: ପିପିଲି ଥାନା ଅନ୍ତର୍ଗତ ନୂଆଶାସନ ଗ୍ରାମର ଦକ୍ଷୀଣ ସାହିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ଉକ୍ତ ଗ୍ରାମର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ବାରଣ୍ଡାରେ ଜଣେ ଯୁବକର ମୁଣ୍ଡଗଣ୍ଡି ଅଲଗା ହୋଇପଡ଼ି ରହିଛି। ମୃତକଙ୍କ ନାମ ଲିକୁ ବେହେରା ଓ ତାଙ୍କ ଘର ନିକଟବର୍ତ୍ତୀ ଦୋଳବେଦି ସାହିରେ ବୋଲି ଜଣାପଡ଼ିଛି। ମୃତଦେହ ପଡ଼ିଥିବାର କିଛି ଲୋକେ ସନ୍ଧ୍ୟାରେ ଦେଖିବା ପରେ ପୁଲିସକୁ ଖବର ଦେଇଥିଲେ। ପିପିଲି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। କେଉଁ କାରଣରୁ ଓ କିଏ ହତ୍ୟା କରିଛି ତାହା ଜଣା ପଡିନି।

Hot this week

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

Related Articles

Popular Categories