www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟରେ ଆଉ ୨୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଆଉ ୨୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୬,ସଙ୍ଗରୋଧରୁ ୧୬୭,ସ୍ଥାନୀୟ ୧୧୯।

- Advertisement -


୨୬ ଜିଲା ଓ ଷ୍ଟେଟ ପୁଲ୍‍ରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱର ୫, ବରଗଡ ୫, ଭଦ୍ରକ ୧, ବଲାଙ୍ଗୀର ୧୨, ବୌଦ୍ଧ ୧, କଟକ ୬୬, ଦେଓଗଡ ୨, ଗଞ୍ଜାମ ୫, ଜଗତସିଂହପୁର ୪, ଯାଜପୁର ୨, କଳାହାଣ୍ଡି ୧୪, କନ୍ଧମାଳ ୩, କେନ୍ଦ୍ରାପଡା ୨, କେନ୍ଦୁଝର ୨,ଖୋର୍ଦ୍ଧା ୫୧, କୋରାପୁଟ ୫, ମୟୁରଭଞ୍ଜ ୫, ନବରଙ୍ଗପୁର ୯, ନୟାଗଡ ୫, ନୂଆପଡା ୪, ପୁରୀ ୩, ରାୟଗଡା ୨, ସମ୍ବଲପୁର ୧୮, ସୋନପୁର ୮, ସୁନ୍ଦରଗଡ ୩୯, ଷ୍ଟେଟ ପୁଲରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୧,୧୩୯କୁ ବୃଦ୍ଧି ପାଇଛି। ୧୩,୨୦,୨୧୬ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୧ହଜାର ୬୮୫ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories