www.samajalive.in
Sunday, December 7, 2025
23.1 C
Bhubaneswar

ଦେଶରେ ଆରୋଗ୍ୟ ହାର ୯୮.୭୧%

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୬ ହଜାର ୪୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୪୫,୧୩,୮୯୨କୁ ବୃଦ୍ଧି ପାଇଛି। ଏହାସହ ୫,୭୪୮ ଆକ୍ରାନ୍ତ ସୁସ୍ଥ ହୋଇ ଥିବା ବେଳେ ମୋଟ ୪,୩୯,୪୧,୮୪୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୧%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୮,୨୫୦ରେ ପହଞ୍ଚିଛି। ମୃତ୍ୟୁହାର ୧.୧୯%। ଆଉ ୪୩,୮୦୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୧୦%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories