www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ନ ୩ଟା ମୁଖ୍ୟ ଖବର

ଆସୁଛି ଆଉ ଏକ ଲଘୁଚାପ .. ପୁଣି ବର୍ଷାରେ ଭିଜିବ ଓଡିଶା ..ଆସନ୍ତା ୨୦ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା .. ସେପ୍ଟେମ୍ବର ୧୮ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା ..  ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ..

ଗୁଣପୁର : ସ୍କୁଲ ଗେଟ୍‍ ପଡି ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ .. ପଦ୍ମପୁର ବ୍ଲକ ବିଚିକୋଟ ଉ.ପ୍ରା. ସ୍କୁଲରେ ଅଘଟଣ .. ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର ..

- Advertisement -

ସମ୍ବଲପୁର : ଶିକ୍ଷାନୁଷ୍ଠାନରେ ସ୍ଥାନୀୟ ନିଯୁକ୍ତି ଦାବିରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ..  ବିକ୍ଷୋଭ ପ୍ରଦର୍ଶନ ବେଳେ ଉତ୍ତେଜନା ..  ଅଫିସକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୁଲିସ ସହ ଧସ୍ତାଧସ୍ତି ..

ନୂଆଦିଲ୍ଲୀ : ଦେଶରେ ଚିହ୍ନଟ ହେଲେ ଆଉ ୬ ହଜାର ୨୯୪ କରୋନା ସଂକ୍ରମିତ; ସୁସ୍ଥ ହେଲେ ୫ ହଜାର ୯୧୬ ; ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୯ ମୃତ ; ଆଉ ୪୪,୧୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୪ ନୂଆ କରୋନା ଆକ୍ରାନ୍ତ; ଜନ୍ମ ରୁ ୧୮ ବର୍ଷ ମଧ୍ୟରେ ୩୦,ସଙ୍ଗରୋଧରୁ ୧୨୯, ସ୍ଥାନୀୟ ୮୫ ; ଆଉ ୧,୬୬୪ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ

ଭୁବନେଶ୍ୱର : ଭାଙ୍ଗିଲା ବେଶ ଚର୍ଚ୍ଚିତ କିଶୋର ମଟନ ହୋଟେଲ ; ବେଆଇନ ଭାବେ ତିଆରି ପାଇଁ ଭାଙ୍ଗିଲା ବିଏମସି ; ସିଲ୍‍ ପରେ ହୋଟେଲ ଖୋଲି ବେପାର କରିବାରୁ ଭାଙ୍ଗିଥିବା ନେଇ ସୂଚନା

ଢେଙ୍କାନାଳ : ପୋଖରୀ କୂଳରେ ୩ ନବଜାତଙ୍କ ମୃତଦେହ ଠାବ ; ଇନ୍ଦିପୁର ଗାଁ ପୋଖରୀ କୂଳରେ ପଡିଛି ମୃତଦେହ, ମୃତଦେହକୁ କିଏ ଓ କାହିଁକି ପକାଇଛି କାରଣ ଅସ୍ପଷ୍ଟ

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories