www.samajalive.in
Monday, December 8, 2025
20.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ସାଂଘାଇ ସହଯୋଗ ସଂଗଠନ ସଦସ୍ୟ ରାଷ୍ଟ୍ର ପରିଷଦର ୨୨ତମ ସମ୍ମିଳନୀରେ ଯୋଗ ଦେଇଥିବା ନେତୃବୃନ୍ଦଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ପାରମ୍ପରିକ ଔଷଧ ଉପରେ ଏକ ନୂତନ ଏସସିଓ କାର୍ଯ୍ୟ ଗୋଷ୍ଠୀ ପାଇଁ ଭାରତ ପଦକ୍ଷେପ ନେବାକୁ ଯାଉଛି..

ବିଜେପିରେ ଯୋଗଦେବେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ..

- Advertisement -

ଆସୁଛି ଆଉ ଏକ ଲଘୁଚାପ .. ପୁଣି ବର୍ଷାରେ ଭିଜିବ ଓଡିଶା ..ଆସନ୍ତା ୨୦ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା .. ସେପ୍ଟେମ୍ବର ୧୮ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା ..  ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ..

ଗୁଣପୁର : ସ୍କୁଲ ଗେଟ୍‍ ପଡି ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଅଭିଯୋଗ .. ପଦ୍ମପୁର ବ୍ଲକ ବିଚିକୋଟ ଉ.ପ୍ରା. ସ୍କୁଲରେ ଅଘଟଣ .. ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର ..

ସମ୍ବଲପୁର : ଶିକ୍ଷାନୁଷ୍ଠାନରେ ସ୍ଥାନୀୟ ନିଯୁକ୍ତି ଦାବିରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ..  ବିକ୍ଷୋଭ ପ୍ରଦର୍ଶନ ବେଳେ ଉତ୍ତେଜନା ..  ଅଫିସକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୁଲିସ ସହ ଧସ୍ତାଧସ୍ତି ..

ନୂଆଦିଲ୍ଲୀ : ଦେଶରେ ଚିହ୍ନଟ ହେଲେ ଆଉ ୬ ହଜାର ୨୯୪ କରୋନା ସଂକ୍ରମିତ; ସୁସ୍ଥ ହେଲେ ୫ ହଜାର ୯୧୬ ; ଚିକିତ୍ସାଧୀନ ଅବସ୍ଥାରେ ଆଉ ୧୯ ମୃତ ; ଆଉ ୪୪,୧୬୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ

ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୧୪ ନୂଆ କରୋନା ଆକ୍ରାନ୍ତ; ଜନ୍ମ ରୁ ୧୮ ବର୍ଷ ମଧ୍ୟରେ ୩୦,ସଙ୍ଗରୋଧରୁ ୧୨୯, ସ୍ଥାନୀୟ ୮୫ ; ଆଉ ୧,୬୬୪ ସକ୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ

ଭୁବନେଶ୍ୱର : ଭାଙ୍ଗିଲା ବେଶ ଚର୍ଚ୍ଚିତ କିଶୋର ମଟନ ହୋଟେଲ ; ବେଆଇନ ଭାବେ ତିଆରି ପାଇଁ ଭାଙ୍ଗିଲା ବିଏମସି ; ସିଲ୍‍ ପରେ ହୋଟେଲ ଖୋଲି ବେପାର କରିବାରୁ ଭାଙ୍ଗିଥିବା ନେଇ ସୂଚନା

 

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories