www.samajalive.in
Saturday, December 13, 2025
21.1 C
Bhubaneswar

ଚୀନରେ ବଡ଼ ଧରଣର ବସ୍‌ ଦୁର୍ଘଟଣା; ୨୭ଜଣଙ୍କ ମୃତ୍ୟୁ

ଉହାନ: ଚୀନରେ ବଡ଼ ଧରଣର ବସ୍‌ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ୨୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ ଚୀନର ଗୁଇୟାଙ୍ଗରେ ଏହି ଦୁର୍ଘଟଣା ଘଟିଛି । ଆଜି ସକାଳୁ ବସଟି ଯାତ୍ରୀ ମାନଙ୍କୁ ନେଇ କୌଣସି ସ୍ଥାନକୁ ଯିବା ବେଳେ ଏପରି ହୋଇଛି ।

 ବସ୍‌ ଚକ ତଳୁ ବଞ୍ଚିଲା ଜୀବନ; ଦେଖନ୍ତୁ ଭିଡିଓ

- Advertisement -

ଦୁର୍ଘଟଣାଟି କେଉଁ କାରଣରୁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଘଟଣାକୁ ନେଇ ଗୁଇୟାଙ୍ଗ ପୁଲିସ ତାର ପ୍ରତିକ୍ରିୟା ରଖିଛି । ପୁଲିସ କହିଛି ଯେ, ବସ୍‌ରେ ମୋଟ୍‌ ୪୭ ଜଣ ଯାତ୍ରୀ ଯାତ୍ରା କରୁଥିଲେ । ଦୁର୍ଘଟଣାରେ ୨୭ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ୨୦ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏନେଇ ଅଧିକ ତଦନ୍ତ କରାଯାଉଥିବା ପୁଲିସ କହିଛି ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories