www.samajalive.in
Wednesday, December 10, 2025
16.1 C
Bhubaneswar

ମାଟି ଧସି ୨ମୃତ

ଟିଟିଲାଗଡ଼: ଚାଷଜମିକୁ ପାଣି ମଡ଼ାଇବାବେଳେ ମାଟି ଧସି ୨ଜଣଙ୍କ ମୃତ୍ୟୁ ହୋଇଛି। ବନ୍ଧ କାଟି ପାଣି ମଡ଼ାଇବାବେଳେ ଖୋଲାଙ୍ଗ ଡୁଙ୍ଗୁରିଗୁଡ଼ାରେ ଅଘଟଣ। ଚାଷଜମିକୁ ପାଣି ମଡ଼ାଇବାବେଳେ ମାଟି ଧସି ୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories