www.samajalive.in
Wednesday, December 10, 2025
23.1 C
Bhubaneswar

ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା

ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କଲା ପୁଲିସ। ଲିଙ୍ଗରାଜ ଥାନା ଅଞ୍ଚଳରେ ବନ୍ଦ ଘରୁ ଘର ଭିତରୁ ଜଣେ ଛାତ୍ରଙ୍କ ମୃତ୍ୟଦେହ ପୁଲିସ ଉଦ୍ଧାର କଲା। ମୃତକ ଛାତ୍ର ଜଗତସିଂହପୁର ତିର୍ତ୍ତୋଲ ଅଞ୍ଚଳର ଏବଂ ଏଠାରେ ରହି ସେ ଇଞ୍ଜିନିୟରିଂ ପଢୁଥିଲେ ବୋଲି ଜଣାପଡ଼ିଛି। ଏହି ଅଞ୍ଚଳରେ ମାତ୍ର ୨୦ଦିନ ହେଲା ଭଡ଼ାରେ ରହୁଥିଲେ। ତାଙ୍କର ମୃତ୍ୟୁ ରହସ୍ୟ ଘେରରେ ରହିଥିବା ସୂଚନା ମିଳିଛି।

Hot this week

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

ସୀମା ଟପିଲା ବର୍ବରତା: ୬ବର୍ଷର ଝିଅ ସହିତ ନିର୍ଭୟା ପରି ଘଟଣା

ସମାଜ ଡିଜିଟାଲ ଡେସ୍କ: ଗୁଜୁରାଟର ରାଜକୋଟରେ ଚାଞ୍ଚଲ୍ୟ । ଜଣେ ନିର୍ଦ୍ଦୋଷ,...

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

Related Articles

Popular Categories