www.samajalive.in
Monday, December 8, 2025
24.1 C
Bhubaneswar

ପୁଣି ଜଣେ ଛାତ୍ରଙ୍କ ଆତ୍ମହତ୍ୟା

ବ୍ରହ୍ମପୁର: ଖଲିକୋଟ ବିଶ୍ବବିଦ୍ୟାଳୟ ଛାତ୍ରବାସରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ର ଯୁକ୍ତ ୩ ଚତୁର୍ଥ ସେମିଷ୍ଟାରର ଏବଂ ତାଙ୍କ ଘର ଗଜପତି ଜିଲାରେ ବୋଲି ସୂଚନା ମିଳିଛି। ପୁଲିସ ହଷ୍ଟେଲରେ ପହଞ୍ଚି ଛାତ୍ରଙ୍କ ମୃତଦେହ ଉଦ୍ଧାର କରିଛି। ଛାତ୍ରଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ଜଣାପଡ଼ିଛି।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories