www.samajalive.in
Wednesday, December 10, 2025
18.1 C
Bhubaneswar

ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ରାୟଗଡ (ଗଜପତି) .- ଗଞ୍ଜାମ ଓ ଗଜପତିର ବିଭିନ୍ନ ବାତ୍ୟା ପ୍ରଭାବିତ ଅଞ୍ଚଳକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିଦର୍ଶନ କରିଛନ୍ତି ।  ଗଜପତି  ଜିଲା ରାୟଗଡ ବ୍ଲକର ବିଭିନ୍ନ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିବା ସହ ସ୍ଥାନୀୟ ବାସିନ୍ଦା ମାନଙ୍କୁ ଭେଟିଛନ୍ତି ।

ତିତିଲ ବାତ୍ୟାଦ୍ୱାରା  କ୍ଷତି ଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ଠିକ୍‌ ଭାବରେ ଚାଲି ନ ଥିବା ସେ ଅଭିଯୋଗ କରିଛନ୍ତି । ଅନେକ ସ୍ଥାନରେ  ଆବଶ୍ୟକ ପରିମାଣର ରିଲଫ୍‌ ପହଞ୍ଚି ନଥିବା  କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି ।

- Advertisement -

ବାତ୍ୟାର କ୍ଷତି ସମ୍ପର୍କରେ ସେ ପ୍ରଧାନମନ୍ତ୍ରୀଙ୍କୁ ଜଣାଇବେ  ଓ ପ୍ରଭାବିତ ଲୋକଙ୍କୁ କେନ୍ଦ୍ରୀୟ ସହାୟତା ଯୋଗାଇ ଦିଆଯିବ ବୋଲି ସେ  ପ୍ରକାଶ କରିଛନ୍ତି । ବାତ୍ୟା ପ୍ରଭାବରେ ଲୋକଙ୍କର ପ୍ରାଣହାନୀ ଘଟିବା ସହ ଜୀବନ ଓ ଜୀବିକା ନଷ୍ଟ ହୋଇଥିବା ସେ ପ୍ରକାଶ କରିଛନ୍ତି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories