www.samajalive.in
Monday, December 8, 2025
20.1 C
Bhubaneswar

ଶିରିଡ଼ି ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀ ଆଜି ଶିରିଡ଼ି ଗସ୍ତରେ ଯାଉଛନ୍ତି । ଏହି ଗସ୍ତ ଅବସରରେ ସେ ଶିରିଡ଼ି ସାଇବାବା ସଂସ୍ଥାନ ଟ୍ରଷ୍ଟର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଲାଗି ଫଳକ ଉନ୍ମୋଚନ ପୂର୍ବକ ଆଧାରଶିଳା ସ୍ଥାପନ କରିବେ। ଶ୍ରୀ ସାଇବାବାଙ୍କ ସମାଧିର ଶତବାର୍ଷିକୀ ସ୍ମାରକୀ ସ୍ୱରୂପ ସେ ଏକ ରୌପ୍ୟ ମୁଦ୍ରା ମଧ୍ୟ ଉନ୍ମୋଚନ କରିବେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଶ୍ରୀ ସାଇବାବା ମନ୍ଦିର କମ୍ପ୍ଲେକ୍ସ ଗସ୍ତ କରିବେ।

ମହାରାଷ୍ଟ୍ରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ (ପିଏମଏୱାଇ-ଜି)ର ହିତାଧିକାରୀମାନଙ୍କୁ ଏକ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ଗୃହ ପ୍ରବେଶ ଉଦ୍ଦେଶ୍ୟରେ ଚାବି ଅର୍ପଣ କରିବେ । ସେ ମଧ୍ୟ ଏହି ସାଧାରଣ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories