www.samajalive.in
Saturday, December 13, 2025
21.1 C
Bhubaneswar

ଭିଜିଲାନ୍ସ ପଞ୍ଝାରେ ଅତିରିକ୍ତ ତହସିଲଦାର

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ଅତିରିକ୍ତ ତହସିଲଦାର କୁଳମଣି ପଟେଲ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ।

ସୂଚନା ଅନୁସାରେ, ସୁନ୍ଦରଗଡ଼ର ଦୁଇଟି, ଡୁମାଵାହଲର ୪ଟି, ଲେଫ୍ରିପଡାର ଗୋଟିଏ ଓ ଟାଙ୍ଗରପାଲିର ଗୋଟିଏ ସ୍ଥାନରେ ଚାଲିଛି ଚଢାଉ। ସୁନ୍ଦରଗଡ଼ରେ ଗୋଟିଏ ଦୁଇ ମହଲା କୋଠା, ଲେଫ୍ରିପଡାରେ ଗୋଟିଏ ତିନି ମହଲା କୋଠା ଓ ନିଜ ଗ୍ରାମରେ ତିନୋଟି ଘର ଠାବ ହୋଇଛି।

- Advertisement -

 

 

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories