www.samajalive.in
Friday, December 12, 2025
16.1 C
Bhubaneswar

ଦେଶରେ ଆଉ ୫,୪୪୩ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି କରୋନା ସଂକ୍ରମଣ ବୃଦ୍ଧି ପାଇଛି । ଗତକିଛି ଦିନର ବ୍ୟବଧାନ ପରେ ୫ ହଜାର ଟପିଛି ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରୁ ଆଉ ୫ହଜାର ୪୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ।

ସେହିପରି ଗୋଟିଏ ଦିନରେ ଆଉ ୫,୨୯୧ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି । ଦେଶରେ ଲଗାତର କରୋନା ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ବଢ଼ୁଥିବା ବେଳେ ଆଜି ସଂକ୍ରମିତଙ୍କ ଆକ୍ରାନ୍ତଙ୍କ ଅଧିକ ରହିଛି । ବର୍ତ୍ତମାନ ବି ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ୫୦ ହଜାର ତଳେ ରହିଛି । ଦେଶରେ ମୋଟ୍‌ କରୋନା ସକ୍ରିୟ ମାମଲା ବର୍ତ୍ତମାନ ୪୬,୩୪୨ ରହିଛି ।

- Advertisement -

ଦେଶରେ ଦୈନିକ ପଜିଟିଭିଟି ହାର ୧.୬୧%କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର‌୍ୟ୍ୟନ୍ତ ସମୁଦାୟ ୪,୩୯,୭୮,୨୭୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ଦେଶରେ ମୋଟ ୫ଲକ୍ଷ ୨୮ହଜାର ୪୨୯ଜଣଙ୍କ ମୃତ୍ୟୁ ଘଟିଛି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories