www.samajalive.in
Wednesday, December 10, 2025
26.1 C
Bhubaneswar

ରାଜଧାନୀ ନିକଟରେ ସଡକ ଦୁର୍ଘଟଣା, ୬ ମୃତ

ପିପିଲି .- ରାଜଧାନୀ ଭୁବନେଶ୍ୱର ନିକଟସ୍ଥ ଉତ୍ତରା ସିଫା ଛକ  ନିକଟରେ ସଡକ ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଏକ ବାଇକରେ ଜଣେ ମହିଳା ଓ ପୁରୁଷ ଯାଉଥିବା ବେଳେ ଦୃତ ଗତିରେ ଆସୁଥିବା ଏକ କାର ସେମାନଙ୍କୁ ଧକ୍କା ଦେଇଥିଲା । ଏହାପରେ କାରଟି ରାସ୍ତା ପାର୍ଶ୍ୱରେ ପାଣି ଭିତରକୁ ଖସି ପଡିଥିଲା । କାରରେ ଜଣେ ପୁରୁଷଙ୍କ ସହ ୩ ଜଣ ମହିଳା ଥିବା ସୂଚନା ମିଳିଛି । ୨ ବାଇକ ଆରୋହୀଙ୍କ ସହ ପାଣି ଭିତରେ ପଡି କାରରେ ଥିବା ୪ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକମାନଙ୍କ ମଧ୍ୟରେ ଜଣେ ଶିଶୁ ଥିବା ଜଣା ପଡିଛି ।

Hot this week

ଏସଆଇ ଜାଲିଆତି ମାମଲା: ସିବିଆଇର ରିମାଣ୍ଡ ଆବେଦନ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ଜାଲିଆତି ମାମଲାରେ...

ୟୁନେସ୍କୋ ତାଲିକାରେ ଦୀପାବଳି

ନୂଆଦିଲ୍ଲୀ : ଭାରତର ସର୍ବବୃହତ ସାଂସ୍କୃତିକ ଉତ୍ସବ, ଦୀପାବଳିକୁ ୟୁନେସ୍କୋରେ ସାମିଲ...

ଓଡ଼ିଶାରୁ ଚଣ୍ଡିଗଡ ଗଲେ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳି

ଭୁବନେଶ୍ୱର: ବାରବାଟୀରେ ମ୍ୟାଚ ଜିତିବା ପରେ ଚଣ୍ଡିଗଡ ଅଭିମୁଖେ ଗଲେ ଭାରତ...

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

Related Articles

Popular Categories