www.samajalive.in
Saturday, December 6, 2025
15.1 C
Bhubaneswar

୩୦ ଜିଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ

ଭୁବନେଶ୍ୱର :  ଆଜି ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରିଛନ୍ତି ସରକାର। ସମସ୍ତ ୩୦ ଜିଲା ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀ ଅଶୋକ ପଣ୍ଡାଙ୍କୁ ଅନୁଗୁଳ ଓ ରୋହିତ ପୂଜାରୀଙ୍କୁ ବଲାଙ୍ଗିର ଦାୟିତ୍ୱ, ଅନନ୍ତ ଦାସଙ୍କୁ ବାଲେଶ୍ୱର,ଦେବେଶ ଆଚାର୍ଯ୍ୟଙ୍କୁ ବରଗଡ ଦାୟିତ୍ୱ, କଟକ ଦାୟିତ୍ୱରେ ପ୍ରମୋଦ ମଲ୍ଲିକ,ଗଞ୍ଜାମ ଦାୟିତ୍ୱରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର ଦାୟିତ୍ୱରେ ପ୍ରମିଳା ମଲ୍ଲିକ,ସମୀର ଦାଶଙ୍କୁ ଯାଜପୁର , ନବ ଦାସଙ୍କୁ କଳାହାଣ୍ଡି,କେନ୍ଦ୍ରାପଡା ଦାୟିତ୍ୱରେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ,ରାଜେନ୍ଦ୍ର ସାହୁଙ୍କୁ ଖୋର୍ଦ୍ଧା, ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି, ଟୁକୁନି ସାହୁଙ୍କୁ ନୂଆପଡା, ନିରଞ୍ଜନ ପୂଜାରୀଙ୍କୁ ପୁରୀ ଦାୟିତ୍ୱ ଦିଆଯାଇଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories