www.samajalive.in
Monday, December 8, 2025
24.1 C
Bhubaneswar

ନିର୍ବାଚନ ପରବର୍ତ୍ତୀ ହିଂସାରେ ଜଣେ ଗୁରୁତର

କାମାକ୍ଷାନଗର: କାମାକ୍ଷାନଗର ଉପଖଣ୍ଡର କଙ୍କଡ଼ାହାଡ଼ ଥାନା ଅନ୍ତର୍ଗତ ବଟଗାଁ ଗ୍ରାମରେ ଶନିବାର ଗତ ପଞ୍ଚାୟତ ନିର୍ବାଚନରେ ହାରିଥିବା ପ୍ରାର୍ଥୀଙ୍କ ସମର୍ଥକଙ୍କ ଆକ୍ରମଣରେ ବିଜୟୀ ପ୍ରାର୍ଥୀଙ୍କ ସମର୍ଥକ ଗୁରୁତର ଭାବେ ଆହତ ହୋଇ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାଯାଇଛି। ବଟଗାଁ ପଞ୍ଚାୟତରେ ଗତ ନିର୍ବାଚନରେ ଜିତିଥିବା ପ୍ରାର୍ଥୀଙ୍କ ସମର୍ଥକ ତ୍ରିନାଥ ରାଉତଙ୍କ ପୁଅ ତୃପ୍ତି ପ୍ରସାଦଙ୍କୁ ସେହି ଗ୍ରାମର ହାରିଥିବା ପ୍ରାର୍ଥୀଙ୍କ ସମର୍ଥକ ଆକ୍ରମଣ କରିଥିଲେ। ଫଳରେ ତୃପ୍ତି ଗୁରୁତର ଭାବେ ଆହତ ହୋଇ ପଡିଥିଲେ। ଏହି ଖବର ପାଇ ପରିବାର ଲୋକେ ତୃପ୍ତିଙ୍କୁ ଉପଖଣ୍ଡ ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ଏ ସଂକ୍ରାନ୍ତରେ ତୃପ୍ତିଙ୍କ ବାପା ତ୍ରିନାଥ ଥାନାରେ ଏତେଲା ଦେଇଥିବାର ଜଣାଯାଇଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories